Masthead

5-ଟି ଉପରେ ବର୍ଷିଲେ ବିରୋଧୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): 5-ଟି ଉପରେ ବର୍ଷିଲେ ବିରୋଧୀ କଂଗ୍ରେସ ଓ ବିଜେପି । କଂଗ୍ରେସ ପ୍ରଚାର କମିଟି ଅଧକ୍ଷ ବିଜୟ ପଟ୍ଟନାୟକ କହିଛନ୍ତି ସରକାର ବିଭିନ୍ନ ସମସ୍ୟାକୁ ଅଣଦେଖା କରିଚାଲିଛନ୍ତି । ତା’ ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିବୁ । ତେଣେ ବିଜେପି ପ୍ରଶ୍ନ କରିଛି 5-ଟି କ’ଣ? ଏହାର ଅଫିସ କେଉଁଠି? କିଏ ପରିଚାଳନା କରୁଛି? କିଏ ଉତ୍ତରଦାୟୀ? ବିରୋଧୀଙ୍କ ପ୍ରଶ୍ନର ଉତ୍ତର ଦେଇଛି ଶାସକ । ବିଜେଡି କହିଛି ୫ଟି ନାଁ ଶୁଣିଲେ ଭୟ କରୁଛନ୍ତି ବିରୋଧୀ । ରାଜ୍ୟ ହୀତରେ କାର୍ୟ୍ୟକାରୀ ହୋଉଛି 5-ଟି । ମାତ୍ର ସହ୍ୟ କରିପାରୁ ନାହାନ୍ତି ବିରୋଧୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ