Masthead

କାଲି ବନ୍ଦେ ଭାରତ ଟ୍ରାଏଲ ରନ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ କାଲି ହେବ ବନ୍ଦେ ଭାରତର ଟ୍ରାଏଲ ରନ୍ । ପୁରୀ–ହାୱଡା ମଧ୍ୟରେ ହେବ ଏହି ଟ୍ରାଏଲ ରନ୍ । ସକାଳ ୬.୧୦ ରେ ହାୱଡାରୁ ଯାତ୍ରା ଅରମ୍ଭ କରିବ । ହାୱଡ଼ା ପରେ ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକରେ ୨ ମିନିଟ ରହିବ । କଟକ ପରେ ଭୁବନେଶ୍ୱର, ଖୋର୍ଦ୍ଧାରେ ୨ ମିନିଟ ରହି ପୁରୀ ଯିବ । ୧୨ଟା ୩୫ରେ ପୁରୀରେ ପହଞ୍ଚି ପୁଣି ୧ଟା ୫୦ରେ ପୁରୀ ଛାଡ଼ିବ । ୧ଟା ୫୦ରେ ପୁରୀ ଛାଡ଼ି ରାତି ୮ଟା ୩୦ରେ ହାୱଡ଼ାରେ ପହଞ୍ଚିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି