Masthead

ସିବିଆଇରେ ହାଜର ହେବେ ସତ୍ୟପାଲ ମଲ୍ଲିକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ସିବିଆଇରେ ହାଜର ହେବେ ସତ୍ୟପାଲ ମଲ୍ଲିକ । ଜାମ୍ମୁ କାଶ୍ମୀର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କୁ ରିଲାଏନ୍ସ ଇନ୍ସୁରାନ୍ସ ଦୁର୍ନୀତି ନେଇ ନୋଟିସ କରିଛି ସିବିଆଇ । ସତ୍ୟପାଲଙ୍କ କାର୍ଯ୍ୟାକାଳରେ ଲାଗୁ ହେବାକୁ ଥିବା ରିଲାଏନ୍ସ ଇନ୍ସୁରାନ୍ସ ଦୁର୍ନୀତି ନେଇ ପଚରାଉଚରା କରିବାକୁ ନୋଟିସ କରିଛି କେନ୍ଦ୍ରୀୟ ଏଜେନ୍ସି । ଇନ୍ୟୁରାନ୍ସରେ ଥିବା ଦୁର୍ବଳତା ଯୋଗୁଁ ସେ ଅନୁମତି ଦେଇନଥିବା କହିଥିଲେ ।

ବିଜେପିର ଜଣେ ବଡ଼ ନେତା ଏହି ଇନସୁରାନ୍ସକୁ କ୍ଲିୟର କରିବା ପାଇଁ ଚାପ ପକାଇଥିବା ମଧ୍ୟ କହିଥିଲେ ସତ୍ୟପାଲ । ଇନସୁରାନ୍ସରେ ସରକାରୀ କର୍ମଚାରୀଙ୍କୁ ବାର୍ଷିକ ସାଢେ ୮ ହଜାରରୁ ଅଧିକ ଟଙ୍କା ଦେବାକୁ ପଡ଼ିଥାନ୍ତା ଏବଂ ଅବସରପ୍ରାପ୍ତ କର୍ମଚାରୀ ମାନେ ବାର୍ଷିକ ୨୦ ହଜାର ଟଙ୍କା ଦେଇଥାନ୍ତେ । ଯାହାକୁ ନେଇ ବିରୋଧ ମଧ୍ୟ ହୋଇଥିଲା । ଏଥିସହ ଇନ୍ସୁରାନ୍ସ ପାଇଁ ଯେଉଁଠି ଚିକିତ୍ସା କରାଯାଇଥାନ୍ତା ସେଗୁଡିକ ନିମ୍ନ ମାନର ହସ୍ପିଟାଲ ବୋଲି ସତ୍ୟପାଲ ମଲ୍ଲିକ କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ