Masthead

ସମ୍ବଲପୁର ହିଂସା, ଗଠନ ହେଲା ଯାଞ୍ଚ କମିଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ହିଂସା ପାଇଁ ବିଜେପି ଗଠନ କଲା ଯାଞ୍ଚ କମିଟି । କମିଟି ଗଠନ କଲେ ବିଜେପି ରାଷ୍ଟ୍ରୀୟ ସଭାପତ ଜେପି ନଡ୍ଡା । ଯାଞ୍ଚ କମିଟିରେ ୪ ଜଣ ସଦସ୍ୟ ସାମିଲ । ପୁରୁଲିଆ ସାଂସଦ ଜ୍ୟୋର୍ତିମୟ ସିଂ ମହତୋ । ଉତ୍ତରପ୍ରଦେଶ ରାଜ୍ୟସଭା ସାଂସଦ ବ୍ରଜଲାଲ, ଝାଡ଼ଖଣ୍ଡର ରାଜ୍ୟସଭା ସାଂସଦ ସମୀର ଓରାଓଁ, ଆଦିତ୍ୟ ସାହୁ କମିଟିରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ