Masthead

ମେ’ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେବ ଶିରିଡ଼ି ମନ୍ଦିର

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ମେ’ ପହିଲାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ ହେବ ଶିରିଡ଼ି ମନ୍ଦିର । ମହାରାଷ୍ଟ୍ରର ସିନ୍ଦେ ସରକାର ସାଇ ମନ୍ଦିର ସୁରକ୍ଷାରେ ସିଆଇଏସଏଫ ମୁତୟନ ନିଷ୍ପତ୍ତିକୁ ମନ୍ଦିର ପ୍ରଶାସନ ବିରୋଧ କରି ବନ୍ଦ ଘୋଷଣା କରିଛି । ଅହମଦନଗର-ମନମାଡ ହାଇୱେରେ ରହିଛି ଶିରିଡି ସାଇ ମନ୍ଦିର । ସେଠାକାର ସମସ୍ତ ଔଦ୍ୟୋଗିକ ପ୍ରତିଷ୍ଠାନ, ମେଟ୍ରୋ ଷ୍ଟେସନ ଓ ଏୟାରପୋର୍ଟ ସହିତ ସାଇ ମନ୍ଦିରର ସୁରକ୍ଷା ଦାୟିତ୍ୱ ସିଆଇଏଫ ନ୍ୟସ୍ତ କରାଯାଇଛି ।

ଏହାକୁ କେବଳ ମନ୍ଦିର ପ୍ରଶାସନ ନୁହେଁ, ସ୍ଥାନୀୟ ଲୋକେ ଏବଂ ଆଖପାଖର ଗ୍ରାମାଞ୍ଚଳର ଲୋକେ ମଧ୍ୟ ଏହାକୁ ବିରୋଧ କରିଛନ୍ତି । ପ୍ରତିଦିନ ଦେଶବିଦେଶରୁ ଲକ୍ଷଲକ୍ଷ ଶ୍ରଦ୍ଧାଳୁ ମନ୍ଦିରକୁ ଦର୍ଶନ ପାଇଁ ଆସିଥାନ୍ତି । ସେମାନେ ବହୁ ଅର୍ଥ ମନ୍ଦିରକୁ ଦାନ କରିଥାନ୍ତି । କିଛି ଦିନ ପୂର୍ବରୁ ସ୍ଥାନୀୟ ବ୍ୟାଙ୍କମାନେ ସାଇ ମନ୍ଦିରରୁ ଆସୁଥିବା ବିପୁଳ ଖୁଚୁରା ମୁଦ୍ରା ଜମା ରଖିବାକୁ ଅକ୍ଷମତା ପ୍ରକାଶ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା