Masthead

ଗୋଳାବାରୁଦ କାରଖାନାରେ ବିସ୍ଫୋରଣ , ୨ ଗୁରୁତର

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ବଡ଼ମାଲ ଗୋଳାବାରୁଦ କାରଖାନାରେ ବିସ୍ଫୋରଣ । କାରଖାନାର ୟୁନିଟ-୩ରେ କେମିକାଲ ମିଶ୍ରଣ ବେଳେ ବିସ୍ଫୋରଣ । ୨ ବରିଷ୍ଠ ଟେକ୍ନିସିଆନ ଗୁରୁତର । ଉଭୟ ଗୁରୁତରଙ୍କୁ ବଡ଼ମାଲରୁ ରାଉରକେଲା ସ୍ଥାନାନ୍ତର । ଡିବିଡବ୍ଲୁ କର୍ମଚାରୀ ଗୌତମ ମହାନନ୍ଦ ଓ ଜେଡବ୍ଲୁଏମ ଡା ସରୋଜ କୁମାର ପଣ୍ଡା ବୋମା ତିଆରୀ କରିବା ରସାୟନ ମିଶ୍ରଣ କରୁଥିବା ସମୟରେ ଅଚାନକ ଏସଇ୧ ରସାୟନଟି ବାୟୁ ସସ୍ପର୍ଶରେ ଆସି ବିସ୍ଫୋରଣ ହୋଇଥିଲା । ଯାହାଫଳରେ ଦୁଇ କର୍ମଚାରୀ ଗୁରୁତର ହୋଇଥିଲେ।

କାର୍ଯ୍ୟରତ କର୍ମଚାରୀମାନେ ଉଦ୍ଧାର କରି ବଡ଼ମାଳ ଡାକ୍ତଖାନାରେ ଭର୍ତି କରିଥିଲେ । ପରେ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ରାଉରକେଲା ସ୍ଥିତ ବର୍ଣ୍ଣ ୟୁନିଟ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଖବର ପାଇ କାରଖାନାର ମହା ପ୍ରବନ୍ଧକ ପ୍ରଦିପ କୁମାର ଦାଶ ଘଟଣାସ୍ଥଳରେ ପହଞ୍ଚି ଗୁରୁତର କର୍ମଚାରୀମାନଙ୍କୁ ପଚରା ଉଚରା କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର