Masthead

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଜଣେ ମୃତ, ୨ ଗୁରୁତର

ଖୋର୍ଦ୍ଧା(ବଡ଼ ଖବର ବ୍ୟୁରୋ): ଗଡ଼ ଖୋର୍ଦ୍ଧା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଜଣେ ମୃତ, ୨ ଜଣ ଗୁରୁତର । ଏନଏଚ ଉପରେ ଥିବା ସିସିଟିଭି କ୍ୟାମେରା ମରାମତି କରୁଥିବା ଗାଡ଼ିକୁ ପଛରୁ ପିଟିଲା ପିକଅପ୍ ଭ୍ୟାନ । ଭୁବନେଶ୍ୱରରୁ ବାଲୁଗାଁ ଅଭିମୁଖେ ମାଛ ଆଣିବାକୁ ଯାଇଥିବା ବେଳେ ଘଟିଛି ଦୁର୍ଘଟଣା । ମୃତକ ଓ ଗୁରୁତରଙ୍କ ପରିଚୟ ମିଳିପାରିନାହିଁ । ଦୁର୍ଘଟଣା ଗ୍ରସ୍ତ ଗାଡି ଭିତରେ ଗୁରୁତରମାନେ ଫଶି ରହିଥିବା ବେଳେ ଗାଡିକୁ ଗ୍ୟାସ କଟରରେ କାଟି ସେମାନଙ୍କୁ ବାହାର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ଗ୍ଲାସଗୋରେ ଭାରତର ଡବଲ୍ ଖୁସି: ନୀରଜଙ୍କ ରୌପ୍ୟ, ଅସ୍ମିତାଙ୍କ ସ୍ୱର୍ଣ୍ଣ 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବକ୍ସିଂରେ ଭାରତକୁ ୨ ସ୍ୱର୍ଣ୍ଣ 🔴 ମୁଖ୍ୟମନ୍ତ୍ରୀଙ୍କ ଅପଡେଟ୍, ବନ୍ୟା ସ୍ଥିତି ସମୀକ୍ଷା ପରେ… 🔴 ୩ ମାସ ପରେ ଖୋଲିଲା ଭିତରକନିକା, ଖୁସି ହେଲେ ପର୍ଯ୍ୟଟକ 🔴 ଗ୍ଲାସଗୋରେ ଭାରତର ଡବଲ୍ ଖୁସି: ନୀରଜଙ୍କ ରୌପ୍ୟ, ଅସ୍ମିତାଙ୍କ ସ୍ୱର୍ଣ୍ଣ 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା!