Masthead

ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ, ଯୁବକ ଗିରଫ

ନର୍ଲା (ବଡ଼ ଖବର ବ୍ୟୁରୋ): ଆଦିବାସୀ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ଗିରଫ ହେଲେ ଯୁବକ । ଏଭଳି ଘଟଣା ଘଟିଛି ନର୍ଲା ଥାନା ଜୁର୍କାଭଟା ଗାଁରେ । ସୂଚନା ଅନୁସାରେ, ଡୁମେର୍ ଗାଁର ସୋମନାଥ ପାତ୍ରଙ୍କ ପୁଅ ବେଣୁଧର ପାତ୍ର କିଛିଦିନ ତଳେ ନର୍ଲା ଥାନା ଜୁର୍କାଭଟା ଗାଁକୁ ବୁଲିବାକୁ ।

ନାବାଳିକା ଘରେ ଏକା ଥିବା ବେଳେ ଯୁବକ ଜଣଙ୍କ ଏଭଳି କାଣ୍ଡ ଘଟାଇଛନ୍ତି । ଏନେଇ ପିଡ଼ୀତାଙ୍କ ଘର ଲୋକେ ନର୍ଲା ଥାନାର ଦ୍ୱାରସ୍ଥ ହୋଇଥିଲେ । ନର୍ଲା ଥାନା ଅଧିକାରୀ ଗଙ୍ଗାଧର ମେହେର ୨୭ ତାରିଖରେ ଅଭିଯୁକ୍ତକୁ ଗିରଫ କରିଛନ୍ତି । ପୀଡ଼ିତାଙ୍କ ଡାକ୍ତରି ମାଇନା କରାଯିବା ପରେ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ