Masthead

ହାତୀ ଆକ୍ରମଣରେ ବୃଦ୍ଧା ମୃତ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଅନୁଗୁଳରେ ହାତୀ ଆତଙ୍କ । ଆଜି ଆଉ ଜଣେ ବୃଦ୍ଧାଙ୍କ ମୃତ୍ୟୁ । ବନ୍ତଳା ଥାନ୍ତା ଖିଣ୍ଡା ଗାଁରେ ଏଭଳି ଅଘଟଣ ଘଟିଛି । ମୃତ ବୃଦ୍ଧା ଜଣଙ୍କ ହେଲେ ଝଟକ ବେହେରା । ସେ ଆମ୍ବ ଗୋଟାଉଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ । ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିବା ବେଳେ ଖବର ପାଇ ବନବିଭାଗ ପହଞ୍ଚି ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା