Masthead

୪ ଦିନ ଭିଜିବ ଓଡ଼ିଶା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ତାତିରୁ ମିଳିଛି ଆଶ୍ୱସ୍ତି । ରାଜ୍ୟରେ ଜାରି ରହିଛି କାଳବୈଶାଖି । ଆହୁରି ୪ ଦିନ ଭିଜିବ ଓଡ଼ିଶା । ୧୦ ଜିଲ୍ଲାକୁ କରାଯାଇଛି ୟେଲୋ ୱାର୍ଣ୍ଣିଂ । ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ସହ କୁଆପଥର ପଡ଼ିବାର ସମ୍ଭାବନା ରହିଛି ।

ଆସନ୍ତାକାଲି କାଳବୈଶାଖୀ ପ୍ରଭାବ ସାମାନ୍ୟ କମିବା ପରେ ୩୦ରୁ ପୁଣି ପ୍ରଭାବ ବଢ଼ିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେପଟେ ଆସନ୍ତା ମେ’ ରୁ ବଢିବ ତାତି । ଅଧିକାଂଶ ସ୍ଥାନରେ ସ୍ୱାଭାବିକଠାରୁ ଅଧିକ ଗରମ ହେବ । ଆଇଏମଡିର ପୂର୍ବାନୁମାନ ଅନୁସାରେ ପୂର୍ବ ଭାରତ ଓ କେନ୍ଦ୍ରୀୟ ପୂର୍ବ ଭାରତରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ