Masthead

ଟ୍ରକ ତଳେ ପଶିଗଲା କାର, ୫ ଗୁରୁତର

ଭଦ୍ରକ (ବଡ଼ ଖବର ବ୍ୟୁରୋ): ଟ୍ରକ ତଳେ ପଶିଗଲା କାର । ୫ ଗୁରୁତର । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଭଦ୍ରକ ୧୬ ନମ୍ୱର ଜାତୀୟ ରାଜପଥ ତ୍ରିଶଳପୁର ଛକ ନିକଟରେ । ରାତିରେ ଗାଡି ଚଲାଇ ଆସୁଥିବାବେଳେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଏଭଳି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ସମସ୍ତ ଗୁରୁତରଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା