Masthead

ବିଦ୍ୟୁତ ଆଘାତରେ ୬ ମଇଁଷି ମୃତ

ନୀଳଗିରି (ବଡ଼ ଖବର ବ୍ୟୁରୋ): ଫାର୍ମ ହାଉସ ଚାରିପଟେ ତାରଜାଲିରେ ବିଦ୍ୟୁତ ସଂଯୋଗ କରିବା ହେଲା କାଳ । ଅକାରଣରେ ଚାଲିଗଲା ୬ ମଇଁଷିଙ୍କ ପ୍ରାଣ । ନୀଳଗିର ଥାନା ଖୁମକୁଟ ଅଞ୍ଚଳରେ ଘଟିଛି ଘଟଣା । ଖୁମକୁଟ ଅଞ୍ଚଳର ଶୁଭ ଜେନା ନାମକ ଜଣେ ବ୍ୟକ୍ତି ଜୀବଯନ୍ତୁଙ୍କୁ ଆକଟ କରିବା ପାଇଁ ତାଙ୍କ ଫାର୍ମ ଚାରିପାଖେ ତାରଜାଲି ବିଛାଇ ସେଥିରେ ବିଦ୍ୟୁତ ସଂଯୋଗ କରିଥିଲେ । ଗତକାଲି ବିଦ୍ୟୁତ ସଂସ୍ପର୍ଶରେ ଆସି ୬ ମଇଁଷିଙ୍କ ମୃତ୍ୟୁ ଘଟିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼