Masthead

ଭାରସାମ୍ୟ ହରାଇ ଟ୍ରକକୁ ପିଟିଲା କାର, ଜଣେ ମୃତ

ଭଣ୍ଡାରିପୋଖରୀ(ବଡ଼ ଖବର ବ୍ୟୁରୋ): ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଭାରସାମ୍ୟ ହରାଇ ଟ୍ରକକୁ ପିଟିଲା କାର । ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଛତାବର ନିକଟରେ ଦୁର୍ଘଟଣା ଘଟିଛି । ଆହତଙ୍କୁ ପ୍ରଥମେ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଅବସ୍ଥା ଗୁରୁତର ହେବାରୁ କଟକ ସ୍ଥାନାନ୍ତର କରାଯାଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ମିଳିନାହିଁ। ସୂଚନା ଅନୁସାରେ ଟ୍ରକଟି ରାସ୍ତାକଡରେ ଠିଆ ହୋଇଥିବା ବେଳେ କାରଟି ଭାରସାମ୍ୟ ହରାଇ ଟ୍ରକ ତଳେ ପଶିଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା