Masthead

ଆସୁଛି ଲଘୁଚାପ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦକ୍ଷିଣ ବଙ୍ଗୋପସାଗରରେ ଆସୁଛି ଲଘୁଚାପ । ମେ ୫ରେ ପାଖାପାଖି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା । ଏନେଇ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଲଘୁଚାପ କ୍ଷେତ୍ରଟି ଲଘୁଚାପରେ ପରିଣତ ହେବା ପରେ ଅବପାତରେ ପରିଣତ ହୋଇପାରେ। ତେବେ ଅବପାତଟି ବାତ୍ୟାରେ ପରିଣତ ହେବ କି ନାହିଁ ସ୍ପଷ୍ଟ ହୋଇ ନାହିଁ।

ଲଘୁଚାପ କ୍ଷେତ୍ରଟି ସୃଷ୍ଟି ହେବା ପରେ ଏହାର ଗତିବିଧି ସ୍ପଷ୍ଟ ହେବ ବୋଲି କହିଛନ୍ତି ବାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଲଘୁଚାପ କ୍ଷେତ୍ରର ପ୍ରଭାବ ଦକ୍ଷିଣ ବଙ୍ଗୋପସାଗର ଉପରେ ପଡ଼ିବ । ଓଡ଼ିଶା ଉପରେ ଏହାର ପ୍ରଭାବ ପଡ଼ିବ ନାହିଁ । ଲଘୁଚାପ ସମୟରେ ମତ୍ସ୍ୟଜୀବୀମାନଙ୍କୁ ଦକ୍ଷିଣ ବଙ୍ଗୋପସାଗରକୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ