Masthead

ଆଉ ୨ ଥାନା ଅଞ୍ଚଳରୁ ହଟିଲା କର୍ଫ୍ୟୁ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ):  ସମ୍ବଲପୁରର ଥାନା ଅଞ୍ଚଳରୁ ହଟିଲା କର୍ଫ୍ୟୁ । ପ୍ରେସମିଟ କରି ସୂଚନା ଦେଲେ ସମ୍ବଲପୁର ଏସପି ବି ଗଙ୍ଗାଧର । ଆଜି ଆଉ ୨ ଥାନା ଅଞ୍ଚଳରୁ କର୍ଫ୍ୟୁ ହଟାଯାଇଛି । ଅଇଁଠାପାଲି, କ୍ଷେତରାଜପୁର, ବରେଇପାଲି ଓ ସଦର ଥାନା ଅଞ୍ଚଳରୁ କର୍ଫ୍ୟୁ ହଟିଛି । ହନୁମାନ ଜୟନ୍ତୀ ବେଳେ ହୋଇଥିବା ହିଂସାକାଣ୍ଡ ପରେ ଲାଗିଥିଲା କର୍ଫ୍ୟୁ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼