Masthead

ୟୁକ୍ରେନ ଉପରେ ରୁଷର ବୋମା ମାଡ଼, ୨୫ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଏବେ ବି ଚାଲିଛି ରୁଷିଆ–ୟୁକ୍ରେନ ଯୁଦ୍ଧ । ରୁଷ ଯୁକ୍ରେନର ବଡ଼ ବଡ଼ ସହର ଉପରେ ଘନ ଘନ ଆକ୍ରମଣ କରିବାରେ ଲାଗିଛି । ତେବେ ଗତକାଲି ରୁଷ ୟୁକ୍ରେନ କିଛି ସହରରେ ଆକ୍ରମଣ କରିଛି । ଯେଉଁଥିରେ ୨୫ ଜଣଙ୍କ ମୃତ୍ୟୁ ହୋଇଛି । ୟୁକ୍ରେନର ଡିନିପ୍ରୋ, କ୍ରେମେନଚୁକ ଏବଂ ପୋଲଟଭା ଦକ୍ଷିଣ‌ରେ ମାଇକୋଲେଭ ଏବଂ ରାଜଧାନୀ କିବରେ ପ୍ରବଳ ବୋମା ବର୍ଷଣ କରିଛି ।

ଦକ୍ଷିଣ ପୂର୍ବ ସହର ଡିନିପ୍ରୋରେ ଏକ ଘରେ ମିସାଇଲ ମାଡ଼ ହେବା ଫଳରେ ଜଣେ ୨ ବର୍ଷୀୟା ଶିଶୁ ଏବଂ ୩୧ ବର୍ଷୀୟା ମହିଳାଙ୍କ ମୃତ୍ୟୁ ହୋଇଛି। ଆକ୍ରମଣରେ ଅନ୍ୟ ୩ ଜଣ ମଧ୍ୟ ଆହତ ହୋଇଛନ୍ତି। କେନ୍ଦ୍ରୀୟ ସହର ଉମାନରେ ୟୁକ୍ରେନର ଆକ୍ରମଣ ଯୋଗୁଁ ୭ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୭ ଜଣ ଆହତ ହୋଇଛନ୍ତି। ସେପଟେ ରୁଷର ୨୧ଟି କ୍ରୁଜ ମିସାଇଲକୁ ୟୁକ୍ରେନ ସେନା ଖସାଇ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ