Masthead

‘ଦୀପାଲିକୁ ନେଇ ରାଜନୀତି କରିବା ଉଚିତ୍ ନୁହେଁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗରେ ବିଜେପି ପ୍ରେସମିଟକୁ ନେଇ ଜବାବ ରଖିଲା ବିଜେଡି । ଦଳର ବିଧାୟକ ଶଶୀ ଭୂଷଣ ବେହେରା ପ୍ରତିକ୍ରିୟା ରଖି କହିଛନ୍ତି ସରକାର ସେ ଦିଗ ଯାହା କରିବା କଥା ନ୍ୟାୟିକ ଦୃଷ୍ଟିରୁ ହେଉ କି ତଦନ୍ତ ଦୃଷ୍ଟିରୁ ସବୁ କିଛି କରୁଛନ୍ତି । ଯେତେବେଳେ ସେହି ପରିବାରର ଗୋଟିଏ ଝିଅ ନିର୍ବାଚନ ଲଢ଼ୁଛି ତେଣୁ ତାକୁ ନେଇ ଅଧିକ ରାଜନୀତିକରଣ କରିବା ଉଚିତ ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୭ ମାଓବାଦୀ 🔴 ପୀତବାସ ପଣ୍ଡା ହତ୍ୟା ମାମଲା, ରିମାଣ୍ଡରେ ଗଲେ ଅଭିଯୁକ୍ତ 🔴 ସୃଷ୍ଟି ହେଲା ଘୂର୍ଣ୍ଣିବଳୟ 🔴 ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 🔴 ଆଜିଠୁ ବିହାରରେ ନୀତିଶ ରାଜ୍ 🔴 ଶପଥ ନେବେ ଜୟ 🔴 ବିହାରରେ ଆଜିଠୁ ପୁଣି ନୀତୀଶ ସରକାର 🔴 ପୁଣି ଆସୁଛି ବର୍ଷା 🔴 ୧୦ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ ନୀତୀଶ କୁମାର 🔴 ‘ଅସ୍ତ୍ର ଛାଡି ଆତ୍ମସମର୍ପଣ କର’ 🔴 ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୭ ମାଓବାଦୀ