Masthead

ହେଟସ୍ପିଚ ବିରୋଧରେ ମାମଲା ଦାୟର କର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ହେଟସ୍ପିଚ୍ ଏବଂ ଘୃଣା ମନ୍ତବ୍ୟ ଉପରେ ମାମଲା ଦାୟର କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ । ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ନିର୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ହେଟସ୍ପିଚ ଉପରେ କୌଣସି ଅଭିଯୋଗ ନ ଆସିଲେ ନିଜ ଆଡୁ ମାମଲା ଦାୟର କରିବାକୁ କହିଛନ୍ତି ସୁପ୍ରିମକୋର୍ଟ । ପ୍ରଶାସନ ନିଜ ଆଡୁ ମାମଲା ପଞ୍ଜିକରଣ କରିବ । ଯଦି ମାମଲା ପଞ୍ଜିକରଣ ବେଳେ ବିଳମ୍ବ ହୁଏ ତେବେ ଏହାକୁ ଅଦାଲତ ଅବମାନନା ବୋଲି କୁହାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ