Masthead

ମୋଦିଙ୍କ ୧୦୦ତମ ‘ମନ କି ବାତ୍’ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୦୦ତମ ମନ କି ବାତ କାର୍ଯ୍ୟକ୍ରମ । ସହେତମ ଏପିସୋଡକୁ ଐତିହାସିକ କରିବା ପାଇଁ ସ୍ୱାତନ୍ତ୍ର ପ୍ରସ୍ତୁତି କରାଯାଇଛି । ଆଜି ଏହି କାର୍ଯ୍ୟକ୍ରମ ସାରା ଦେଶରେ ୪ ଲକ୍ଷ ସେଂଟରରେ ସିଧା ପ୍ରସାରଣ ହେବ । ଏଥିରେ ଦେଶର ବିଭିନ୍ନ ସାମାଜିକ ସଂଗଠନ, ସିଭିଲ ସୋସାଇଟି ଓ ଅନ୍ୟ ସଂସ୍ଥା ଭାଗ ନେବେ । ଏପରକି ବିଶ୍ୱର ବିଭିନ୍ନ କୋଣ ଅନୁକୋଣରେ ଥିବା ପ୍ରବାସୀ ଭାରତୀୟ ମଧ୍ୟ ମନ କି ବାତ କାର୍ଯ୍ୟକ୍ରମ ଶୁଣିବା ବ୍ୟବସ୍ଥା ହୋଇଛି ।

ଜାତିସଂଘର ମୁଖ୍ୟ କାର୍ଯ୍ୟାଳୟରେ ମଧ୍ୟ ମନ କି ବାତର ସିଧା ପ୍ରସାରଣ ହେବ । ଏହି ଅବସରରେ ଦେଶର ୧୩ଟି ପ୍ରାଚୀନ ଐତିହ୍ୟ ସ୍ଥଳରେ ସଂସ୍କୃତି ବିଭାଗ ପକ୍ଷରୁ ଲାଇଟ ଆଣ୍ଡ ସାଉଣ୍ଡ କାର୍ଯ୍ୟକ୍ରମ କରାଯାଇଛି । ଏହି କ୍ରମରେ ଓଡ଼ିଶାର କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରେ ଲାଇଟ ଆଣ୍ଡ ସାଉଣ୍ଡ କାର୍ଯ୍ୟକ୍ରମର ଆୟୋଜିତ କରାଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ୱାଧିନତା ସଂଗ୍ରାମର ଇତିହାସ ସହ ସ୍ୱାଧିନ ଭାରତର ଇତିହାସ ପ୍ରଦର୍ଶିତ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ସୁବର୍ଣ୍ଣରେଖାରୁ ବାହାରିଲା ଦ୍ଵିତୀୟ ବିଶ୍ୱଯୁଦ୍ଧ ସମୟର ବୋମା 🔴 ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ୧୦ ଦିନିଆ ଯୁଦ୍ଧବିରତି 🔴 ୪୪ ଡିଗ୍ରୀ ମୁହାଁ ହେଲାଣି ପାରଦ 🔴 ମାଓବାଦୀ ଗୁଳିରେ ୫ ଯବାନ ଆହତ 🔴 ତେହେରାନରେ ପାକ୍ ସେନା ମୁଖ୍ୟ 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି