Masthead

ଯୁବକଙ୍କୁ କଚାଡ଼ି ମାରିଲା ହାତୀ

କାମାକ୍ଷାନଗର (ବଡ଼ ଖବର ବ୍ୟୁରୋ):  ଯୁବକଙ୍କୁ କଚାଡ଼ି ମାରିଲା ଦନ୍ତା । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଢେଙ୍କାନାଳ ସଦର ରେଞ୍ଜ କୁରୁମ ଟାଙ୍ଗର ଗ୍ରାମରେ । ମୃତକ ହେଲେ ଶ୍ରୀକାନ୍ତ ପରିଡ଼ା । ଶ୍ରୀକାନ୍ତ ଧାନ ଜଗି ଥିବା ଜାଗାରେ ଶୋଇଥିବା ବେଳେ ହାତୀ ଆକ୍ରମଣ କରିଥିଲା । ଘଟଣାସ୍ଥଳରେ ବନବିଭାଗ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବନବିଭାଗ ପକ୍ଷରୁ ହାତୀର ଗତିବିଧୀ ଉପରେ ଲକ୍ଷ୍ୟ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା