Masthead

ଆସିବେ ମାଟିର ଝିଅ, ବଦଳୁଛି ଗାଁର ରୂପରେଖ

ବାରିପଦା(ବଡ଼ ଖବର ବ୍ୟୁରୋ): ରାଷ୍ଟ୍ରପତିଙ୍କୁ ସ୍ଵାଗତ ପାଇଁ ଚାଲିଛି ପ୍ରସ୍ତୁତି । ବଦଳୁଛି ଗାଁର ରୂପରେଖ । କୁସୁମ ବ୍ଲକର ପାହାଡପୁର ଗାଁ । ଏଠାରେ ରହିଛି ଏସଏଲଏସ ଆବାସିକ ବିଦ୍ୟାଳୟ । ଏହି ସ୍କୁଲକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ସଜେଇ ହେଉଛି ବିଦ୍ୟାଳୟ, ସଜେଇ ହେଉଛି ପାହାଡପୁର । ଜୋରସୋରରେ ଚାଲିଛି ସ୍କୁଲର ରୂପାନ୍ତରଣ କାମ । ରାସ୍ତାଘଟର ବି ମରାମତି କରାଯାଉଛି । ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁ ପ୍ରଥମ ଥର ପାଇଁ ତାଙ୍କ ଗାଁକୁ ଆସୁଛନ୍ତି । ପ୍ରସ୍ତୁତି ପାଇଁ ଲାଗି ପଡିଛନ୍ତି ସ୍ଥାନୀୟ ବାସିନ୍ଦାଙ୍କ ଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀମାନେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ