ଅଭିଯୋଗ ପରେବି କାର୍ଯ୍ୟାନୁଷ୍ଠାନ ଶୂନ, ନ୍ୟାୟ ପାଇଁ ଥାନାରେ ଧାରଣା

ବଡ଼ସାହି (ବଡ଼ ଖବର ବ୍ୟୁରୋ): ନାବାଳିକା ଅପହରଣକୁ ନେଇ ଥାନାରେ ଅଭିଯୋଗ ପରେବି କାର୍ଯ୍ୟାନୁଷ୍ଠାନ ଶୂନ । ନ୍ୟାୟ ନପାଇ ଥାନା ଆଗରେ ଧାରଣା ଦେଲେ ପରିବାର ଲୋକ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବଡ଼ସାହି ଥାନା ଅଞ୍ଚଳରେ । ଏପ୍ରିଲ ୧୦ରେ ଜଣେ ଯୁବକ ଜଣେ ନାବାଳିକାକୁ ଅପହରଣ କରିନେଇଥିଲେ । ଯାହାକୁ ନେଇ ବଡ଼ ସାହି ଥାନାରେ ଅଭିଯୋଗ କରିଥିଲେ ପରିବାର ଲୋକେ ।

ତେବେ ୨୦ ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ନାବାଳିକାକୁ ଉଦ୍ଧାର କରିବାରେ ସକ୍ଷମ ହୋଇପାରି ନାହିଁ । ଏସ୍ପିଙ୍କ ନିକଟରେ ପରିବାର ଲୋକେ ଅଭିଯୋଗ କରିଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ । ସେପଟେ ପରିବାରରେ ଏକ ମାତ୍ର ଝିଅ ପାଇଁ ଭାଙ୍ଗି ପଡିଛନ୍ତି ସପରିବାର । ନ୍ୟାୟ ପାଇଁ ଥାନା ଆଗରେ ଧାରଣରେ ବସିଛନ୍ତି ପରିବାରଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ