Masthead

ଓଡ଼ିଶାର ଡି.ପ୍ରକାଶ ରାଓଙ୍କୁ ମନେପକାଇଲେ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମୋଦିଙ୍କ ୧୦୦ ତମ ମନ୍ କି ବାତ ।ରେଡିଓ ମାଧ୍ୟମରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ । ଶହେତମ କାର୍ଯ୍ୟକ୍ରମରେ ନରେନ୍ଦ୍ର ମୋଦି ଓଡ଼ିଶାର ସ୍ୱଗ୍ରତଃ ଡି.ପ୍ରକାଶ ରାଓଙ୍କୁ ମନେ ପକାଇଛନ୍ତି । ଚା ବିକି ସେ କିପରି ଲୋକଙ୍କ ସେବା କରୁଥିଲେ କହିଛନ୍ତି ମୋଦି । ଗରିବ ପିଲାଙ୍କୁ ପଢାଇବାରେ ଡି ପ୍ରକାଶ ରାଓଙ୍କ ଅବଦାନ ଅତୁଳନୀୟ ।

ଆଜି ଏହି କାର୍ଯ୍ୟକ୍ରମ ସାରା ଦେଶରେ ୪ ଲକ୍ଷ ସେଣ୍ଟରରେ ସିଧାପ୍ରସାରଣ କରାଯାଇଥିଲା । ଏଥିରେ ଦେଶର ବିଭିନ୍ନ ସାମାଜିକ ସଂଗଠନ, ସିଭିଲ ସୋସାଇଟି ଓ ଅନ୍ୟ ସଂସ୍ଥା ଭାଗ ନେଇଥିଲେ । ଏପରକି ବିଶ୍ୱର ବିଭିନ୍ନ କୋଣ ଅନୁକୋଣରେ ଥିବା ପ୍ରବାସୀ ଭାରତୀୟ ମଧ୍ୟ ମନ କି ବାତ କାର୍ଯ୍ୟକ୍ରମ ଶୁଣିବା ବ୍ୟବସ୍ଥା କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ