Masthead

ଆଜି ୨୨୭୫ କରୋନା ପଜିଟିଭ୍ ମାମଲା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟରେ ମୋଟ ୨୨୭୫ କରୋନା ପଜିଟିଭ୍ ମାମଲା ସାମ୍ନାକୁ ଆସିଛି । ସମସ୍ତ ୩୦ ଜିଲ୍ଲା ଓ ଷ୍ଟେଟ୍ ପୁଲରୁ ୨୨୭୫ ଆକ୍ରାନ୍ତ ଟିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୬୪ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି । ସୁନ୍ଦରଗଡ-୧୫୦, କଟକ-୧୪୪, ଅନୁଗୁଳରୁ ୧୩୬, ବାଲେଶ୍ୱର-୧୧୧, ମୟୂରଭଞ୍ଜ-୧୧୦, ଝାରସୁଗୁଡା-୧୦୦, ଯାଜପୁର-୮୨, ବଲାଙ୍ଗୀର-୭୭, ପୁରୀ-୭୧, ନୂଆପଡା-୬୯, କେନ୍ଦ୍ରାପଡା-୬୮, ଷ୍ଟେଟ୍ ପୁଲ-୬୭, ବରଗଡ ଓ କଳାହାଣ୍ଡିରୁ ୬୪ ଲେଖାଏଁ ଚିହ୍ନଟ । ସମ୍ବଲପୁର-୫୬, ଜଗତସିଂହପୁର-୫୫, ମାଲକାନଗିରି-୫୩, ସୁବର୍ଣ୍ଣପୁର, ଭଦ୍ରକ, ଓ କନ୍ଧମାଳରୁ ୫୦ ଲେଖାଏଁ ଆକ୍ରାନ୍ତ ଚିହ୍ନଟ । ସେହିପରି କୋଟାପୁଟ, ଓ ନବରଙ୍ଗପୁରରୁ ୩୯ ଲେଖାଏଁ, କେନ୍ଦୁଝର-୩୭ ଆକ୍ରାନ୍ତ ଚିହ୍ନଟ । ଗଞ୍ଜାମ-୩୬, ରାୟଗଡା-୩୩, ନୟାଗଡ-୩୧, ଢେଙ୍କାନାଳ-୨୭, ବୌଦ୍ଧ-୨୧, ଦେବଗଡ-୧୫, ଗଜପତିରୁ ୬ ଆକ୍ରାନ୍ତ ଚିହ୍ନଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ