Masthead

ମୋ ବସ-ଆଇଚର ମୁହାଁମୁହିଁ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ):   ମୋ ବସ-ଆଇଚର ମୁହାଁମୁହିଁ । ଆଇଚର ଡ୍ରାଇଭର ଗୁରୁତର ହେବା ସହ ମୋ ବସରେ ଥିବା ୫ ଜଣ ଯାତ୍ରୀ ଗୁରୁତର ଅଛନ୍ତି । ଗୁରୁତରଙ୍କ ମଧ୍ୟରେ ଦୁଇଜଣ ମହିଳା ଥିବାବେଳେ ଅନ୍ୟ ଚାରିଜଣ ପୁରୁଷ ଯାତ୍ରୀ ଅଛନ୍ତି । ଗ୍ୟାସ କଟର ଯୋଗେ ଆଇଚର କ୍ୟାବିନ କଟାଯାଇଛି।

ମୋ ବସଟି ଖୋର୍ଦ୍ଧାରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ସମସ୍ତ ଗୁରୁତରଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼