Masthead

ସାତଭାୟା ବଗପାଟିଆରେ ହେବ ଆଦର୍ଶ କଲୋନୀ

କେନ୍ଦ୍ରାପଡା (ବଡ଼ ଖବର ବ୍ୟୁରୋ): ସାତଭାୟା ବଗପାଟିଆ ଥଇଥାନ କଲୋନୀ ହେବ ଆଦର୍ଶ କଲୋନୀ । ୫ଟି ସଚିବଙ୍କ କ୍ଷେତ୍ର ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ପ୍ରଥମ ପର୍ୟ୍ୟାୟରେ ମଞ୍ଜୁର କଲେ ୨୨ କୋଟି ଟଙ୍କା । ୫ଟି ଉପକ୍ରମରେ ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ ହେବ ବିକାଶ କାମ । ଆବଶ୍ୟକତା ଭିତ୍ତିରେ ଲୋକଙ୍କୁ ଜମି ମଧ୍ୟ ଦିଆଯିବ । ଜଳବାୟୁ ପରିବର୍ତ୍ତନ ପ୍ରଭାବିତ ଲୋକଙ୍କ ପାଇଁ ଦେଶର ପ୍ରଥମ ଥଇଥାନ କଲୋନୀ ହେବ ବଗପାଟିଆ । ପଞ୍ଚୁ ବାରାହୀ ପୀଠକୁ ଆକର୍ଷଣୀୟ ପର୍ୟ୍ୟଟନ ସ୍ଥଳ କରାଯିବ ବୋଲି ସରକାରୀ ଭାବେ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଦିନ ୨ଟା ଯାଏଁ ଜଗା ଦର୍ଶନ ବନ୍ଦ 🔴 ଆଜିଠୁ ବଢ଼ିବ ବର୍ଷା 🔴 ଆମେରିକାକୁ ଏୟାର ଡିିଫେନ୍ସ ସିଷ୍ଟମ ମାଗିଲା ପାକିସ୍ତାନ 🔴 ଆଇଇଡି ବିସ୍ଫୋରଣ, ASP ସହିଦ 🔴 ଆଜି ଦ୍ୱିତୀୟ ରଥଯାତ୍ରା ସମନ୍ୱୟ ବୈଠକ 🔴 ୧୧ ଜିଲ୍ଲାକୁ ଭୀଷଣ ଗରମ ସହ ଗୁଳୁଗୁଳି ନେଇ ସତର୍କତା 🔴 ଭିଜିଲାନ୍ସ ଜାଲରେ IAS ବାବୁ 🔴 ଶ୍ରୀମନ୍ଦିରରେ ବଡ ଅଘଟଣ : ଗରମ ଡାଲି ପଡି ୭ ଆହତ