Masthead

ଅଗଷ୍ଟ୧ରୁ କୃଷକଙ୍କ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ପୁଣି ହେବ କୃଷକ ଆନ୍ଦୋଳନ । ସରକାରଙ୍କର ପ୍ରତିଶ୍ରୁତିକୁ ମନେ ପକାଇ ପୁଣିଥରେ ପ୍ରତ୍ୟେକ ରାଜ୍ୟରେ କୃଷକ ଆନ୍ଦୋଳନ ଜୋର ଧରିପାରେ ବୋଲି ଆଶା କରାଯାଉଛି । ଏ ନେଇ ଦିଲ୍ଲୀର ସଂଯୁକ୍ତ କିଷାନ ମୋର୍ଚ୍ଚାର ରାଷ୍ଟ୍ରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛିା ଯେଉଁଥିରେ କିଷାନ ସଂଗଠନର ୨୦୦ରୁ ଅଧିକ କିଷାନ ନେତା ସାମିଲ ରହିଛନ୍ତି ।

ଚାଷୀଙ୍କୁ ଉତ୍ପାଦିତ ସାମଗ୍ରୀର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି), ପେନ୍‌ସନ ଏବଂ ବିସ୍ତୃତ ଫସଲ ବୀମା ଯୋଜନା ଦାବିରେ ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଅଗଷ୍ଟ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରାଯିବ। କୃଷକ ସଙ୍ଗଠନ ପକ୍ଷରୁ ରବିବାର ଦିଲ୍ଲୀ ବୈଠକରେ ନିଆଯାଇଥିବା ଏହି ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରାଯାଇଛି। ସେହିପରି ମେ’ ମାସରୁ ଜୁଲାଇ ପର୍ଯ୍ୟନ୍ତ ଦେଶର କୃଷକମାନଙ୍କୁ ଏକଜୁଟ କରିବା ପାଇଁ ମଧ୍ୟ ସଂଯୁକ୍ତ କିଷାନ ମୋର୍ଚ୍ଚା ପ୍ରଚାର କରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ 🔴 ବିହାରରେ ଆଜିଠୁ ସମ୍ରାଟ ସରକାର 🔴 ମୃତ୍ୟୁର ୨ ଦିନ ପରେ ବି ଶବକୁ ମିଳୁନି ଶ୍ମଶାନ 🔴 ବରଯାତ୍ରୀ ଗାଡ଼ି ଦୁର୍ଘଟଣା, ଜଣେ ମୃତ 🔴 ପଶ୍ଚିମରେ ଅସମ୍ଭାଳ ତାତି 🔴 ଆଜି ପବିତ୍ର ପଣା ସଂକ୍ରାନ୍ତି 🔴 ୪୫ ଡିଗ୍ରୀ ଛୁଇଁପାରେ ତାତି 🔴 ସାଲାରୀ ବଢାଇବାକୁ ଦାବି, ପୁଲିସ୍-ଶ୍ରମିକ ମୁହାଁମୁହିଁ 🔴 ହର୍ମୁଜ ଉପରେ ବଢିଲା ସଙ୍କଟ 🔴 ଆଜି ଖୋଲିବ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର 🔴 ଗରମ, ଗୁଳୁଗୁଳିରୁ ନିସ୍ତାର ନାହିଁ