Masthead

୫୦ ପ୍ରତିଶତ ଫି ଛାଡ଼

ବେଗୁନିଆପଡା (ବଡ଼ ଖବର ବ୍ୟୁରୋ): କରୋନା ମହାମାରୀରେ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ି ଯାଇଛି । ଛାତ୍ରଛାତ୍ରୀଙ୍କ ପାଠପଢା ଓ ସ୍କୁଲ ଫିକୁ ନେଇ ଚିନ୍ତାରେ ଅଭିଭାବକ । ଏଭଳି ସ୍ଥିତିରେ ଗଂଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ମୁଣ୍ଡୁଳାସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଛାତ୍ରଛାତ୍ରୀଙ୍କ ନାମଲେଖା ଫି ଏବଂ ଅନ୍ୟାନ୍ୟ ଫିସ୍ ବାବଦକୁ ୫୦ ପ୍ରତିଶତ ଟଙ୍କା ଛାଡି ଦେଇଛି । ଶିକ୍ଷାନୁଷ୍ଠାନର ପରିଚାଳନା ଦାୟିତ୍ବରେ ଥିବା ସୁରେନ୍ଦ୍ର ନାଥ ପ୍ରଧାନ କହିଛନ୍ତି, କରୋନାରେ ସର୍ବସାଧାରଣଙ୍କ ମେରୁଦଣ୍ଡ ଭାଙ୍ଗି ଯାଇଛି । ଲୋକେ ଏବେ ଆର୍ଥିକ ସଂକଟ ଦେଇ ଗତି କରୁଛନ୍ତି। ଏଥିପାଇଁ ଅନୁଷ୍ଠାନ ପକ୍ଷରୁ ଅଧା ଫି ଛାଡ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। କରୋନା ପାଇଁ ଅନଲାଇନ୍ କ୍ଲାସ୍ ଚାଲିଥିବା ଶିକ୍ଷକ ଶିକ୍ଷୟିତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ