Masthead

ୟୁକ୍ରେନ ପ୍ରତିରକ୍ଷା ମନ୍ତ୍ରଣାଳୟ ଟ୍ୱିଟରେ ମାଆ କାଳୀଙ୍କୁ ଅପମାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୟୁକ୍ରେନରେ ମା’ କାଳୀଙ୍କୁ ଅପମାନ । ୟୁକ୍ରେନ୍ ପ୍ରତିରକ୍ଷା ମନ୍ତ୍ରଣାଳୟ ଟ୍ୱିଟରେ ମାଆ କାଳୀଙ୍କ ଫଟୋକୁ ବିକୃତ କରି ପୋଷ୍ଟ କରିଛି । ଯାହାକୁ ନେଇ ଭାରତରେ ତ୍ରୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି । ଏଭଳି ପୋଷ୍ଟକୁ ଅପମାନଜନକ ଓ ‘ହିନ୍ଦୁଫୋବିକ୍’ ବୋଲି‌ କହିଛନ୍ତି। ୟୁକ୍ରେନ୍ ପ୍ରତିରକ୍ଷା ମନ୍ତ୍ରଣାଳୟର ଟ୍ୱିଟର ହ୍ୟାଣ୍ଡେଲରେ ପୋଷ୍ଟ ହୋଇଥିବା ଛବିରେ ହଲିଉଡ୍ ଅଭିନେତ୍ରୀ ମାରିଲିନ ମନରୋଙ୍କ ପରି ମାଆ କାଳୀଙ୍କୁ ପ୍ରଦର୍ଶିତ କରାଯାଇଛି। ଏହା ଦ୍ୱାରା ହିନ୍ଦୁ ଦେବୀଙ୍କୁ ଅପମାନିତ କରାଯାଇଛି ବୋଲି ଅଭିଯୋଗ ହୋଇଛି। ବିରୋଧ ପରେ ଏହସ ପୋଷ୍ଟକୁ ଡିଲିଟ କରି ଦିଆଯାଇଛି । ୟୁକ୍ରେନ ଏଥିପାଇଁ କ୍ଷମା ମାଗୁ ବୋଲି ମଧ୍ୟ ଦାବି କରାଯାଇଛି । ହିନ୍ଦୁ ଦେବୀଙ୍କୁ ନେଇ ଏପରି କାର୍ଟୁନ ବନେଇବା ଦୁର୍ଭାଗ୍ୟଜନକ ଓ ହିନ୍ଦୁ ବିଶ୍ବାସ ପ୍ରତି ଅପମାନ ବୋଲି ଲୋକେ ଲେଖିଛନ୍ତି। ଏବଂ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ