Masthead

ସାମାଜିକ ଓ ଶିକ୍ଷାଗତ ସ୍ଥିତି ଜାଣିବା ପାଇଁ ଆମେ ଏହି ସର୍ଭେ କରୁଛୁ: ଜଗନ୍ନାଥ ସାରକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହୋଇଛି ଓବିସି ସର୍ଭେ । ସର୍ଭେରେ ସାମିଲ ହେବା ଲାଗି ସମସ୍ତ ପଛୁଆ ବର୍ଗର ଲୋକଙ୍କୁ ଅପିଲ କରଛନ୍ତି ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା । ସାମାଜିକ ଶିକ୍ଷା ଗତ ସ୍ଥିତି ଜାଣିବାକୁ ଏହି ସର୍ଭେ କରାଯାଉଛି । ପ୍ରତ୍ୟେକ ଅଙ୍ଗନୱାଡ଼ି କେନ୍ଦ୍ର କିମ୍ବା ସର୍ଭେ ସେଣ୍ଟରକୁ ଯାଇ ନିଜ ନିଜର ତଥ୍ୟ ଦାଖଲ କରନ୍ତୁ ବୋଲି କହିଛନ୍ତି ମନ୍ତ୍ରୀ । ବିଜେପିର ଅଭିଯୋଗକୁ ନେଇ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି, କିଏ କ’ଣ ଅଭିଯୋଗ କଲେ ସେଥିରେ କିଛି ନାହିଁ ପଛୁଆ ବର୍ଗଙ୍କ ସାମାଜିକ ଓ ଶିକ୍ଷା ଗତ ସ୍ଥିତି ଜାଣିବା ପାଇଁ ଆମେ ଏହି ସର୍ଭେ କରୁଛୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା