Masthead

କର୍ଣ୍ଣାଟକ ପାଇଁ ନିର୍ବାଚନ ଇସ୍ତାହାର ଜାରି କଲା ବିଜେପି

କର୍ଣ୍ଣାଟକ(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ବିଜେପି ଜାରି କରିଛି ନିର୍ବାଚନ ଇସ୍ତାହାର । ବେଙ୍ଗାଲୁରୁ ବିଜେପି ମୁଖ୍ୟାଳୟରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ, ବିଜେପିର ବରିଷ୍ଠ ନେତା ବି.ଏସ ୟେଦୁରପ୍ପା ଇସ୍ତାହାର ଜାରି କରିଛନ୍ତି । ଏହି ଇସ୍ତାହାରର ନାମ ପ୍ରଜା ଧ୍ୱନୀ ରଖାଯାଇଛି। ମନିଫେଷ୍ଟୋ ରାଜ୍ୟରେ ୟୁନିଫର୍ମ ସିଭିଲ କୋଡ (ୟୁସିସି) ପାଇଁ ଏକ ପ୍ୟାନେଲ ଗଠନ କରିବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି ଜେ.ପି.ନଡ୍ଡା ।

ଏହା ବ୍ୟତୀତ ବିପିଏଲ ପରିବାରକୁ ତିନୋଟି ସିଲିଣ୍ଡର ମାଗଣାରେ ଦିଆଯିବ ନେଇ ଇସ୍ତାହରରେ କୁହାଯାଇଛି । ଚାଷୀଙ୍କୁ ବିହନ ପାଇଁ ୧୦ ହଜାର ଟଙ୍କା ଦିଆଯିବ। ପ୍ରତ୍ୟେକ ୱାର୍ଡରେ ଅଟଳ ଡାଏଟ ସେଣ୍ଟର ଖୋଲିବାକୁ ଘୋଷଣା କରାଯାଇଛି । ଏହା ବ୍ୟତୀତ ପାଞ୍ଚ ଲକ୍ଷ ଋଣ ଉପରେ କୌଣସି ସୁଧ ଆଦାୟ କରାଯିବ ନାହିଁ ବୋଲି କୁହାଯାଇଛି। ବିପିଏଲ ପରିବାର ପାଇଁ ୫ କିଲୋଗ୍ରାମ ଚାଉଳ ଏବଂ ୫ କିଲୋଗ୍ରାମ ଗହମ, ଅଧା ଲିଟର ନନ୍ଦିନୀ କ୍ଷୀର ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛି ବିଜେପି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼