Masthead

ପ୍ରଧାନମନ୍ତ୍ରୀ ଜନ୍ତର ମନ୍ତରକୁ ଯାଇ ମହିଳା କୁସ୍ତିଯୋଦ୍ଧାଙ୍କ ମନର କଥା ଶୁଣନ୍ତୁ: କପିଲ ଶିବଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀଙ୍କୁ କଟାକ୍ଷ କରିଛନ୍ତି ବରିଷ୍ଠ ଆଇନଜୀବୀ କପିଲ ଶିବଲ । ୧୦୦ତମ ମନ କି ବାତ କାର୍ଯ୍ୟକ୍ରମକୁ ନେଇ କଟାକ୍ଷ କରିଛନ୍ତି । ଟ୍ୱିଟ କରି ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ଜନ୍ତର ମନ୍ତରକୁ ଯାଇ ମହିଳା କୁସ୍ତିଯୋଦ୍ଧାଙ୍କ ମନର କଥା ଶୁଣନ୍ତୁ । ଏହା ଦର୍ଶାଇବ ଯେ, ପ୍ରଧାନମନ୍ତ୍ରୀ ଲୋକଙ୍କ ଯନ୍ତ୍ରଣା ବୁଝିବାକୁ ଇଚ୍ଛୁକ।

କପିଲ ଶିବଲ ସୁପ୍ରିମକୋର୍ଟରେ ମହିଳା କୁସ୍ତିଯୋଦ୍ଧାମାନଙ୍କ ପକ୍ଷରୁ ମାମଲା ଲଢୁଛନ୍ତି । ସେ କହିଛନ୍ତି, ମନ କି ବାତ କାର୍ଯ୍ୟକ୍ରମର ୧୦୦ ତମ କାର୍ଯ୍ୟକ୍ରମ ପାଇଁ ଅଭିନନ୍ଦନ । ଯଦି ସମୟ ଅଛି ଜନ୍ତର ମନ୍ତର ଯାଆନ୍ତୁ, ଏବଂ ମହିଳା କୁସ୍ତି ଯୋଦ୍ଧାମାନଙ୍କ କଥା ଟିକେ ଶୁଣନ୍ତୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା