Masthead

କଂଗ୍ରେସକୁ ବଡ଼ ଝଟକା, ଇସ୍ତଫା ଦେଲେ ଅଶୋକ କୁମାର ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ କଂଗ୍ରେସକୁ ବଡ଼ ଝଟକା । ଜିଲ୍ଲା ସଭାପତି ପଦରୁ ଇସ୍ତାଫା ଦେଲେ ଅଶୋକ କୁମାର ମିଶ୍ର । ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଛନ୍ତି । ସଭାପତି ପଦ ଛାଡ଼ିଥିଲେ ବି ଦଳର ପ୍ରାଥମିକ ସଦସ୍ୟ ଥିବା ସ୍ପଷ୍ଟ କହିଛନ୍ତି ଅଶୋକ କୁମାର ମିଶ୍ର । ଚଳିତ ଉପ ନିର୍ବାଚନରେ ଶ୍ରୀ ମିଶ୍ର କଂଗ୍ରେସ ଟିକେଟ ପାଇବା ନେଇ ଆଶାୟୀ ଥିଲେ ଓ ଟିକେଟ ନ ମିଳିବାରୁ ସେ ଅସନ୍ତୁଷ୍ଟ ଥିବା କୁହାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ