Masthead

କୁସ୍ତିଯୋଦ୍ଧାଙ୍କୁ ଭେଟିଲେ ନବଜୋତ ସିଂ ସିଦ୍ଧୁ

ନୂଆଦିଲ୍ଲୀ  (ବଡ଼ ଖବର ବ୍ୟୁରୋ):  ୯ ଦିନରେ ପହଞ୍ଚିଛି କୁସ୍ତିଯୋଦ୍ଧାଙ୍କ ଧାରଣା । ବ୍ରିଜଭୂଷଣ ସିଂଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆଣି ଜନ୍ତରମନ୍ତରରେ ଧାରଣାରେ ବସିଛନ୍ତି ଖେଳାଳି। ଖେଳାଳିଙ୍କ ପ୍ରତି ଦେଶର ଅନ୍ତର୍ଜାତୀୟ କୁସ୍ତି ଖେଳାଳିଙ୍କ ସମର୍ଥନ ବଢିବାରେ ଲାଗିଛି । ନୀରଜ ଚୋପ୍ରା, ପୂର୍ବତନ କ୍ରିକେଟର କପିଳ ଦେବଙ୍କ ସହ ଅନେକ କ୍ରୀଡ଼ାବିତ ଧାରଣାରତ କୁସ୍ତି ଖେଳାଳିଙ୍କ ପ୍ରତି ସମର୍ଥନ ବ୍ୟକ୍ତ କରିଛନ୍ତି ।

ଖାଲି ଖେଳାଳି ନୁହନ୍ତି ରାଜନୈତିକ ଦଳର ନେତା ଓ ବିଶିଷ୍ଟ ବ୍ୟକ୍ତିମାନେ ଆନ୍ଦୋଳନରତ କୁସ୍ତିଯୋଦ୍ଧାଙ୍କୁ ଭେଟିବା ସହିତ ସମର୍ଥନ ମଧ୍ୟ କରୁଛନ୍ତି । ଆଉ ଏବେ ଦିଲ୍ଲୀରେ ପହଞ୍ଚି ଧାରଣାରେ ସାମିଲ ହୋଇଛନ୍ତି କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁ । ଧାରଣାରେ ସାମିଲ ହେବା ସହ ଖେଳାଳିଙ୍କ ସହ ଆଲୋଚନା କରିଛନ୍ତି । ସେପଟେ ଚାଷୀ ନେତା ରାକେଶ ଟିକାୟତ ମଧ୍ୟ ଖେଳାଳିଙ୍କୁ ଭେଟିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼