Masthead

ରତ୍ନଭଣ୍ଡାର ଖୋଲିବା ନେଇ ବିଚାରବିମର୍ଶ ଚାଲିଛି: ଜଗନ୍ନାଥ ସାରକା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ । ସେ କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା କଥା ଶ୍ରୀମନ୍ଦିର ସ୍ଥାୟୀ ପ୍ରଶାସକଙ୍କୁ ନିଯୁକ୍ତି ଦେଇଛନ୍ତି । ଏଣିକି ସବୁ କିଛି ଠିକ ଚାଲିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ । ରତ୍ନଭଣ୍ଡାର କେବେ ଖୋଲିବ ବିଚାର ବିମର୍ଷ ଚାଲିଛି । ବିଚାର ବିମର୍ଷ ପରେ ଯାହା ନିଷ୍ପତ୍ତି ନେବା କଥା ନିଆଯିବ ବୋଲି କହିଛନ୍ତି ଜଗନ୍ନାଥ ସାରକା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା