Masthead

ଭାଙ୍ଗିଲା କାନ୍ଥ, ଅଳ୍ପକେ ବର୍ତ୍ତିଲେ ତିନି ଭାଇଭଉଣୀ

କୃଷ୍ଣପ୍ରସାଦ (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଳକରେ ଲଘୁଚାପଜନିତ ବର୍ଷା ଲାଗିରହିଛି । ବର୍ଷା ପ୍ରଭାବରେ ଗୋମୁଣ୍ଡିଆ ପାଇକସାହିର ମଙ୍ଗୁଳି ନାୟକ ଓ ଅନନ୍ତ ନାୟକଙ୍କ ଘରର କାନ୍ଥ ଭୁଶୁଡି ପଡିଛି । ଘର ଭିତରେ ଦୁଇଭଉଣୀ ଜଣେ ସାନଭାଇ ଫସି ରହିଥିଲେ । ପରେ ସ୍ଥାନୀୟ ଲୋକେ ଉଦ୍ଧାର କରିଛନ୍ତି । ସେହିପରି ବଡ଼ଝାଡ଼ ଗାଁରେ ଦୁଇଟି ପରିବାରର ଘରର କାନ୍ଥ ଭୁଶୁଡି ପଡିଛି । ତହସିଲ କାର୍ୟ୍ୟାଳୟ ତରଫରୁ କୌଣସି କର୍ମଚାରୀ ପହଁଚି ନଥିବା ବିପନ୍ନଙ୍କ ପରିବାର କହିଛନ୍ତି । ସେମାନେ ଏବେ ଖୋଲା ଆକାଶ ତଳେ ପଡି ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ