Masthead

ସମ୍ବଲପୁର ହିଂସାକାଣ୍ଡର ସ୍ଥିତି ପରଖିବେ ବିଜେପି କେନ୍ଦ୍ରୀୟ ଟିମ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ସମ୍ବଲପୁର ଯିବେ ବିଜେପି କେନ୍ଦ୍ରୀୟ ଟିମ । ହିଂସାକାଣ୍ଡ ଅଞ୍ଚଳ ବୁଲି ସ୍ଥିତି ପରଖିବେ । କାହିଁକି ହିଂସାକାଣ୍ଡ ହେଲା ଅନୁଧ୍ୟାନ କରିବା ସହ ମୃତକଙ୍କ ପରିବାରକୁ ଭେଟିବା କାର୍ଯ୍ୟକ୍ରମ ରହିଛି । ରାଜ୍ୟସଭା ସାଂସଦ ବ୍ରିଜ ଲାଲଙ୍କ ନେତୃତ୍ୱରେ ବିଜେପିର ୪ ଜଣିଆ କେନ୍ଦ୍ରୀୟ ଟିମ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ସ୍ଥିତି ପରଖିବା ପରେ କେନ୍ଦ୍ରୀୟ ନେତାଙ୍କୁ ରିପୋର୍ଟ ଦେବେ । ବ୍ରିଜ ଲାଲ କହିଛନ୍ତି, ହିଂସାକାଣ୍ଡ ସଂପୂର୍ଣ୍ଣ ପ୍ରାୟୋଜିତ ଥିଲା । ରାଜ୍ୟ ସରକାର ରାଜନୀତି କରୁଛନ୍ତି, ଆଉ ରାଜ୍ୟ ସରକାର ଚାହିଁଥିଲେ ଏଭଳି ଘଟଣା ହୋଇନଥାନ୍ତା । ଏପଟେ ସମ୍ବଲପୁର ହିଂସାକାଣ୍ଡର ଏନଆଇଏ ତଦନ୍ତ ପାଇଁ ରାଜ୍ୟ ବିଜେପି ନେତା ଦାବି କରି ଆସୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା