Masthead

କାଳବୈଶାଖୀକୁ ନେଇ ସତର୍କ ସୂଚନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  କାଳବୈଶାଖୀକୁ ନେଇ ସତର୍କ ସୂଚନା । ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ । ୩୦ରୁ ୪୦ କିମିରେ ପବନ ବହିବା ସମ୍ଭାବନା । ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତି । ଏଡି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ସେପଟେ ଆସନ୍ତା ୫ ତାରିଖରୁ ୧୧ ତାରିଖ ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଦକ୍ଷିଣ ବଙ୍ଗୋପସାଗର ଓ ଶ୍ରୀଲଙ୍କା ପାଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ଏହା ଅବପାତର ରୂପ ନେବା ଆଶଙ୍କା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ