Masthead

ବିଏସପି ସାଂସଦ ଅଫଜଲ ଅନସାରୀଙ୍କ ସଦସ୍ୟ ପଦ ରଦ୍ଦ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଫଜଲ ଅନସାରୀଙ୍କ ସଦସ୍ୟ ପଦ ରଦ୍ଦ । ହତ୍ୟା ଓ ଅପହରଣ ମାମଲାରେ ବହୁଜନ ସମାଜ ପାର୍ଟି ସାଂସଦ ଅଫଜଲ ଅନସାରୀ ଦୋଷୀ ସାବ୍ୟସ୍ତ ହବୋ ପରେ ତାଙ୍କର ସଦସ୍ୟ ପଦ ରଦ୍ଦ ହୋଇଛି । ଏକ ଏମପି-ଏମଏଲଏ କୋର୍ଟ ସାଂସଦ ଅଫଜଲ ଅନସାରୀଙ୍କୁ ୪ ବର୍ଷ ଦଣ୍ଡାଦେଶ ଶୁଣାଇଥିଲେ । ଉତ୍ତରପ୍ରଦେଶର ବିଜେପି ବିଧାୟକ କୃଷ୍ଣାନନ୍ଦ ରାୟ ହତ୍ୟାକାଣ୍ଡ ଏବଂ ବ୍ୟବସାୟୀ ନନ୍ଦକିଶୋର ରୁଙ୍ଗଟା କିଡନାପ ପରେ ମୁଖତାର ଅନସାରୀ ଓ ଭାଇ ଅଫଜଲ ବିରୋଧରେ ଗ୍ୟାଙ୍ଗଷ୍ଟର ଆଇନ ଲାଗିଥିଲା । ପୂର୍ବରୁ ଗ୍ୟାଙ୍ଗଷ୍ଟର ମାମଲାରେ ମୁଖତାରଙ୍କୁ ଗାଜିପୁର ଏମପି/ଏମଏଲଏ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ । କୋର୍ଟ ତାଙ୍କୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଥିଲେ । କୋର୍ଟ ତାଙ୍କ ଉପରେ ୫ ଲକ୍ଷ ଟଙ୍କାର ଜରିମାନା ମଧ୍ୟ ଲଗାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି