Masthead

ଆସାମ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ମଦ ପିଇଲେ ଯିବ ଚାକିରି

ଆସାମ (ବଡ଼ ଖବର ବ୍ୟୁରୋ): ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ବଡ଼ ଘୋଷଣା । ଏଣିକି ମଦ ପିଇଲେ ଯିବ ଚାକିରି । ଯାହାକୁ ନେଇ ସମସ୍ତଙ୍କ ଭିତରେ ଚାକିରି ହରାଇବାକୁ ନେଇ ଭାଲେଣି ପଡ଼ିଛି । ଆସାମ ପୋଲିସ ବିଭାଗରେ ମଦୁଆ କର୍ମଚାରୀଙ୍କ ପାଇଁ ସରକାରଙ୍କ ନୂଆ ନିର୍ଦ୍ଦେଶ ମହଙ୍ଗା ପଡ଼ିଛି ।

ଆସାମ ସରକାର ମଦ ପିଇବା ଅଭ୍ୟାସ ଥିବା ୩୦୦ ପୋଲିସ କର୍ମଚାରୀଙ୍କୁ ଭିଆରଏସ୍‌ ଦେବେ । ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଏହି ନିର୍ଦେଶ ଜାରି କରିଛନ୍ତି । ଏହି କର୍ମଚାରୀଙ୍କ ସ୍ଥାନରେ ନୂଆ ନିଯୁକ୍ତି ଦିଆଯିବ । ଏଥିପାଇଁ ପ୍ରକ୍ରିୟା ପୂର୍ବରୁ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା