Masthead

ପୱନ ଖେଡ଼ାଙ୍କ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପୱନ ଖେଡ଼ାଙ୍କ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ । ପ୍ରଧାନମନ୍ତ୍ରୀ ବାପାଙ୍କ ଉପରେ ବିବାଦୀୟ ବୟାନ ଦେଇ ଫଶିଛନ୍ତି ପୱନ ଖେଡ଼ା । ମୋଦି ସରନେମ ଉପରେ ମନ୍ତବ୍ୟ ଦେଇ ଲୋକସଭା ସଦସ୍ୟତା ହରାଇଥିଲେ କଂଗ୍ରେସ ନତୋ । ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପିତାଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ ଦେବାରୁ ପୱନ ଖେଡ଼ାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।

ପୋଲିସ ଏହି ମାମଲାରେ ଚାର୍ଜସିଟ ଦାଖଲ କରି ପୱନଙ୍କୁ ଦୋଷୀ ଦାବ୍ୟସ୍ତା କରିଛି । ବ୍ୟବସାୟୀ ଗୌତମ ଆଦାନୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମ୍ପର୍କ ଥିବା ଗୁରୁତର ଅଭିଯୋଗ ଆଣି ପୱନ ଖେଡ଼ା କହିଥିଲେ ଯେ ମୋଦି ତାଙ୍କ ପିତାଙ୍କ ନାମ ପରିବର୍ତ୍ତନ କରିଛନ୍ତି। ଏହାକୁ ନେଇ ବିଜେପି ପକ୍ଷରୁ ତୀବ୍ର ନିନ୍ଦା କରାଯାଇଥିଲା। ପ୍ରଧାନମନ୍ତ୍ରୀଙ୍କୁ ଅପମାନିତ କରିଥିବା ଅଭିଯୋଗ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ