Masthead

ଖରା ଛୁଟିରେ ପିଲା ପଢିବେ ପାଠ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖରା ଛୁଟିରେ ପିଲା ପଢିବେ ପାଠ। ବିଦ୍ୟାର୍ଥୀଙ୍କ ପାଇଁ ଗ୍ରୀଷ୍ମକାଳୀନ କାର୍ଯ୍ୟକ୍ରମ ଆରମ୍ଭ କରିଛି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଯାହାର ନାଁ ରହିଛି ‘ହଲିଡେ ହୋମୱାର୍କ ପ୍ରୋଗ୍ରାମ’। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଛାତ୍ରଛାତ୍ରୀମାନେ ବିଷୟଭିତ୍ତିକ ଓ ଅଭିଜ୍ଞ ଶିକ୍ଷକମାନଙ୍କୁ ଫୋନ କରି ନିଜର ପ୍ରଶ୍ନ ପଚାରିପାରିବେ। ଆଉ ଏହାର ସମାଧାନ ମଧ୍ୟ ପାଇପାରିବେ।

ଏନେଇ ବିଭାଗ ପକ୍ଷରୁ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଏହି କାର୍ଯ୍ୟକ୍ରମ ଜାରି ରହିବ। ଯାହା ଫଳରେ ଛାତ୍ରଛାତ୍ରୀଙ୍କ ପାଠ୍ୟକ୍ରମ ସମ୍ବନ୍ଧିତ ସମସ୍ୟାର ସମାଧାନ ହୋଇପାରିବ। ପ୍ରଥମରୁ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ଏହି ସୁବିଧା କରିଛି ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 ଭାରତ ଆସୁଛନ୍ତି ଚୀନ୍ ରାଷ୍ଟ୍ରପତି! 🔴 ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି..