Masthead

କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଇସ୍ତାହାର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ଇସ୍ତାହାର ଜାରି କରିଛି । ଦଳର ସଭାପତି ମଲ୍ଲିକାର୍ଜୁନ ଖଡଗେ, କର୍ଣ୍ଣାଟକର ପୂର୍ବତନ ସିଏମ ତଥା କଂଗ୍ରେସ ବିଧାୟକ ଦଳ ନେତା ସିଦ୍ଧରମୟା, ଦଳର ରାଜ୍ୟ ସଭାପତି ଡି.କେ ଶିବକୁମାର ଏବଂ ଅନ୍ୟ ନେତାମାନେ ଉପସ୍ଥିତ ଥିଲେ। ନିର୍ବାଚନୀ ଇସ୍ତାହାରରେ ମହିଳା ସଶକ୍ତିକରଣକୁ ଗୁରୁତ୍ୱ ଦିଆଯାଇଛି ।

ସମସ୍ତ ସରକାରୀ ବସରେ ମହିଳାମାନଙ୍କ ପାଇଁ ମାଗଣା ଯାତ୍ରା ସୁବିଧା କରାଯାଇଛି, ଗୃହ ଜ୍ୟୋତି ଯୋଜନା ଦ୍ୱାରା ଆଲୋକିତ ହେବ କର୍ଣ୍ଣାଟକ, ମୂଲ୍ୟବୃଦ୍ଧି ଯୋଗୁଁ ଅନ୍ଧାରରେ ରହିବେ ନାହିଁ କର୍ଣ୍ଣାଟକ ବାସୀ, ଅନ୍ନଭାଗ୍ୟ ଯୋଜନାରେ ହିତାଧିକାରୀ ପାଇବେ ୧୦ କିଲୋଗ୍ରାମ ଚାଉଳ । ଗତକାଲି ବିଜେପି ଇସ୍ତାହାର ଜାରି କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ