Masthead

୫ କୁଇଣ୍ଟାଲ ଗଞ୍ଜେଇ ଜବତ

ଲମତାପୁଟ  (ବଡ଼ ଖବର ବ୍ୟୁରୋ):  ସିମେଣ୍ଟ ବୋଝେଇ ଟ୍ରକରୁ ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ। ଅଭିନବ ଉପାୟରେ ସିମେଣ୍ଟ ବୋଝେଇ ଟ୍ରକରେ ଗୁଜରାଟକୁ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ । ନୂଆଁପୁଟ ଗ୍ରାମ ନିକଟରେ ବାହାର ରାଜ୍ୟରୁ ଏକ ଟ୍ରକରେ ଗଞ୍ଜେଇ ଲୋଡ଼ ହେଉଥିବା ଖବର ପାଇଥିଲା ମାଛକୁଣ୍ଡ ପୋଲିସ ।

ଘଟଣାସ୍ଥଳରେ ପହଞ୍ଚି ମାଛକୁଣ୍ଡ, ଯୋଲାପୁଟ, ଲମତାପୁଟ ପୋଲିସ ମିଳିତ ଟିମରେ ଚଢଉ କରିଥିଲେ । ଅନ୍ଧାର ସୁଯୋଗ ନେଇ ମାଫିଆ ଫେରାର ହୋଇଯାଇଥିବାବେଳେ ଟ୍ରକକୁ ଜବତ କରିଥିଲା ପୋଲିସ । ଜବତ ଟ୍ରକରୁ ୧୦୦ ସିମେଣ୍ଟ ବସ୍ତା ସହ ୨୦ ଟି ଗଞ୍ଜେଇ ବସ୍ତା ମିଳିଛି । ଯାହାର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି