Masthead

ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ମାଡ଼

କେରଳ  (ବଡ଼ ଖବର ବ୍ୟୁରୋ): କେରଳରେ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନକୁ ପଥର ମାଡ଼ । କେରଳ ଅଧିକାରୀମାନେ ପଥର ମାଡ଼ ନେଇ ସୂଚନା ଦେଇଛନ୍ତି । ଉତ୍ତର କେରଳରେ ଥିରୁନବାୟା ଏବଂ ତିରୁର ମଧ୍ୟରେ ପଥର ମାଡ଼ ହୋଇଛି । ପୋଲିସ କହିବା ଅନୁଯାୟୀ ଟ୍ରେନ ଥିରୁଭାନନ୍ତପୁରମ୍‌ ଅଭିମୁଖେ ଯାତ୍ରା ଜାରି ରଖିଛି । ଏହି ଆକ୍ରମଣରେ କେହି ଆହତ ହୋଇ ନାହାଁନ୍ତି। ତେବେ କିଏ ଏଭଳି କାମ କରିଛି, ତାହାକୁ ନେଇ ତଦନ୍ତ କରାଯାଉଛି । ପଥର ଫିଙ୍ଗିବା କାରଣରୁ ଟ୍ରେନର କିଛି ଝରକା ଉପରେ ଛୋଟ ଛୋଟ ସ୍କ୍ରାସ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା