Masthead

‘ଏଠି ଜଙ୍ଗଲ ରାଜ ଚାଲିଛି’

ସମ୍ବଲପୁର  (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ସାମ୍ପ୍ରଦାୟିକ ହିଂସା ଘଟଣାରେ ଆଜି କେନ୍ଦ୍ରୀୟ ବିଜେପିର ଏକ ଟିମ ସ୍ୱର୍ଗତଃ ଚନ୍ଦ୍ର ମିର୍ଧାଙ୍କ ଘର ଝାରମୁଡ଼ା ଆସିଥିଲେ । ହେଲେ ଘରେ ତାଲା ପଡ଼ିଥିବାରୁ ଏହି ଟିମ ପାଖପଡ଼ୋଶୀଙ୍କ ଠାରୁ ସେମାନଙ୍କ ସମ୍ପର୍କରେ ବୁଝିବା ସହ ହତ୍ୟାକାଣ୍ଡ ଘଟିଥିବା ସ୍ଥାନକୁ ପରିଦର୍ଶନ କରିଥିଲେ ।

କେନ୍ଦ୍ର ଗୃହ ବିଭାଗ ପାର୍ଲିଆମେଣ୍ଟ କମିଟି ଚେୟାରମ୍ୟାନ ସାଂସଦ ବ୍ରିଜ ଲାଲଙ୍କ ନେତୃତ୍ୱରେ ଆସିଥିବା ଟିମ ଏହି ଘଟଣାରେ ଆହତ ବ୍ୟକ୍ତିଙ୍କୁ ସାକ୍ଷାତ କରି ଘଟଣା ସମ୍ପର୍କରେ ପଚାରି ବୁଝିଥିଲେ । ସେ କହିଛନ୍ତି ଚନ୍ଦ୍ର ମିର୍ଧାଙ୍କ ହତ୍ୟା , ହତ୍ୟା ନୁହେଁ ଜଘନ୍ୟ ହତ୍ୟା । ବିଜେଡି ତୁଷ୍ଟିକରଣ ରାଜନୀତି କରୁଛି । ଯାଞ୍ଚରେ ବି ବାଧା ଦେଉଛନ୍ତି । ଏଠି ଜଙ୍ଗଲ ରାଜ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼