Masthead

ଦଳୀୟ ଟିମ ବୁଲିବା ଦ୍ୱାରା ଶାନ୍ତି ବ୍ୟାଘାତ ହେବ: ଶଶୀ ଭୂଷଣ ବେହେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ସମ୍ବଲପୁରରେ ବିଜେପି ଟିମ ବୁଲିବା ପ୍ରସଙ୍ଗରେ ବିଜେଡି ବିଧାୟକ ଶଶୀ ଭୂଷଣ ବେହେରାଙ୍କ ପ୍ରତିକ୍ରିୟା । ସେ କହିଛନ୍ତି ଦଳୀୟ ଟିମ ବୁଲିବା ଦ୍ୱାରା ଶାନ୍ତି ବ୍ୟାଘାତ ହେବ । ଓଡ଼ିଶା ଏକ ଶାନ୍ତି ପ୍ରିୟ ରାଜ୍ୟ । ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ ସାମ୍ପ୍ରଦୟିକ ସଦଭାବନା ବହୁତ ଭଲଥିବା ବେଳେ ପୁଣି ଉସକାନି ବ୍ୟବସ୍ଥା କରିବା ଠିକ ନୁହେଁ ।

ଯେତେବେଳେ ସବୁ କିଛି ଶାନ୍ତ ହୋଇଛି ପୁଣି ଥରେ ତାକୁ ଉସକେଇବାକୁ ଚେଷ୍ଟା ନ କରାଯାଉ । ଆଇନ ଉପରେ ବିଶ୍ୱାସ ରଖିବା ଦରକାର । ବିଜେପି ଯେଉଁ ଅଭିଯୋଗ କରୁଛି ତାହା ନିରାଧାର । ସେ ଅଞ୍ଚଳର ସାମ୍ପ୍ରଦୟିକ ସଦଭାବନାକୁ ନଷ୍ଟ ନକରାଯାଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ମହଣ ମହଣ ସୁନାରେ ଝଟକିବେ ମଣିମା 🔴 ସଲମାନ ଖାନଙ୍କ ଗଲୱାନ 🔴 ପାଟନାରେ ବିଜେପି ନେତାଙ୍କୁ ଗୁଳିମାଡ଼ 🔴 ପରଦାକୁ ଆସିଲା ଓଡ଼ିଆ ସିନେମା ‘ନବକଳେବର’ 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ