Masthead

କୋର୍ଟ ଲୋକାର୍ପିତ

ଦେବଗଡ଼ (ବଡ଼ ଖବର ବ୍ୟୁରୋ): ଦେବଗଡ ପୌରାଞ୍ଚଳର ପୁରୁଣାଗଡ଼ରେ ନିର୍ମାଣ ହୋଇଥିବା ନୂତନ କୋର୍ଟ ଲୋକାର୍ପିତ ହୋଇଯାଇଛି । ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ମହମ୍ମଦ ରଫିକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହାକୁ ଲୋକାର୍ପିତ କରିଛନ୍ତି । ଏହି ଅଵସରରେ ଦେବଗଡ଼ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ,ଏସପି, ଜିଲ୍ଳା ଜଜ୍, ଅତିରିକ୍ତ ଜିଲ୍ଲାଜଜ୍, ରେଜିଷ୍ଟର, ଏସଡ଼ିଜେମ, ଜେଏମ୍ଏଫସି ଏବଂ ଦେବଗଡ଼ ଜିଲ୍ଲାରେ ଥିବା ଦୁଇଟି ବାର ଆସୋସିଏସନର ସମସ୍ତ କର୍ମକର୍ତ୍ତା, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ସହିତ ଜିଲ୍ଲାର ସମସ୍ତ ଊଚ୍ଚପଦସ୍ଥ ଅଧିକାରୀ ଊପସ୍ଥିତ ଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା