Masthead

ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଶରଦ ପାଓ୍ୱାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବଡ଼ ନିଷ୍ପତ୍ତି ନେଇଛନ୍ତି ଶରଦ ପାଓ୍ୱାର । ଏନସିପି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଶରଦ ପାଓ୍ୱାର । ମଙ୍ଗଳବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି । ମୁମ୍ବାଇର ଏକ କାର୍ଯ୍ୟକ୍ରମରେ ପଦ ଛାଡ଼ିବାକୁ ଘୋଷଣା କରିଛନ୍ତି ପାଓ୍ୱାର ।

୧୯୯୯ରେ ଏନସିପି ଗଠନ ସମୟରୁ ଦଳର ଅଧ୍ୟକ୍ଷ ଅଛନ୍ତି ଶରଦ ପାଓ୍ୱାର । ଗତବର୍ଷ ପାଓ୍ୱାରଙ୍କୁ ଆସନ୍ତା ୪ ବର୍ଷ ଲାଗି ସଭାପତି ଭାବେ ନିର୍ବାଚିତ କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର