Masthead

ଭୁଶୁଡ଼ିଲା ୧୯୨୬ ମସିହା ପୋଲ

ଆନ୍ଧ୍ରପ୍ରଦେଶ(ବଡ଼ ଖବର ବ୍ୟୁରୋ): ଭୁଶୁଡ଼ିଲା ବ୍ରିଟିଶ ଅମଳର ପୋଲ । ଆନ୍ଧ୍ରପ୍ରଦେଶ ଇଚ୍ଛାପୁରରେ ବାହୁଦା ନଦୀ ଉପରେ ଥିବା ପୋଲ ଭୁଶୁଡ଼ିପଡିଛି । ଗ୍ରାନାଇଟ ବୋଝେଇ ଟ୍ରକ ଯିବା ବେଳେ ଭୁଶୁଡ଼ି ପଡିଛି । ଓଭଲ ଲୋଡିଂରୁ ଭୁଶୁଡି ପଡିଥିବା ସୂଚନା ମିଳିଛି । ଡ୍ରାଇଭର ଆହତ ହୋଇଥିବା ବେଳେ ଇଚ୍ଛାପୁର ଓ ପାତ୍ରପୁରକୁ ଯାତାୟାତ ଠପ୍ ହୋଇଛି । ୧୯୨୬ ମସିହାରେ ନିର୍ମାଣ ହୋଇଥିଲା ଏହି ବ୍ରିଜ । ଏହି ବ୍ରିଜ୍ ଦ୍ୱାରା ଗଞ୍ଜାମ ଜିଲ୍ଲାର ପାତ୍ରପୁର ଓ ଆନ୍ଧ୍ରପ୍ରଦେଶକୁ ଯୋଗାଯୋଗ ହେଉଥିଲା । ଆନ୍ଧ୍ର ଜିଲ୍ଲା ପ୍ରଶାସନ ଏହି ବ୍ରିଜରେ ଭାରିଯାନ ଚଳାଚଳକୁ ବାରଣ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା